ବସରେ ୧୧ କେଭି ବିଦ୍ୟୁତ୍ ତାର ଲାଗି ୬ ଜଣ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ

0
29
advt
< a href= "#">

ଢେଙ୍କାନାଳ : ଢେଙ୍କାନାଳ କାମାକ୍ଷାନଗରରେ ଅଭାବନୀୟ ଘଟଣା । ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଯାତ୍ରୀବାହା ବସରେ ନିଆଁ ଲାଗିଛି । ଘଟଣାରେ ୬ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ୨୦ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭୁବନ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବସଟି ଯାଜପୁରରୁ କାମାକ୍ଷାନଗର ଯାଉଥିଲା । ବସରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିବା ଜଣାପଡିଛି ।

advt
< a href= "#">