ରାଜ୍ୟରେ ସୁସ୍ଥ ହେଲେ ଆଉ ସୁସ୍ଥ ୧୬୪୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୬୪୧ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ଆରୋଗ୍ୟଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୭୬ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୩୬୫, ଖୋର୍ଧାରୁ ୩୫୭, ସୁନ୍ଦରଗଡରୁ ୯୧, ଯାଜପୁରରୁ ୮୬, ଗଜପତିରୁ ୬୫, କଟକରୁ ୬୩, କୋରାପୁଟରୁ ୬୩, ମୟୂରଭଞ୍ଜରୁ ୬୦, କନ୍ଧମାଳରୁ ୫୦, ରାୟଗଡାରୁ ୪୨ଜଣ, ନୟାଗଡରୁ ୪୧, ମାଲକାନଗିରିରୁ ୩୯, ବଲାଙ୍ଗୀରରୁ ୩୫, ଢେଙ୍କାନାଳରୁ ୩୩, ଜଗତସିଂପୁରରୁ ୩୩, ବାଲେଶ୍ୱରରୁ ୩୧, କେଉଁଝରରୁ ୨୯, ବରଗଡରୁ ୨୫,  ଭଦ୍ରକରୁ ୨୪, ଝାରସୁଗୁଡାରୁ ୨୧, ପୁରୀରୁ ୨୧, ସମ୍ବଲପୁରରୁ ୨୦, କଳାହାଣ୍ଡିରୁ ୧୬, କେନ୍ଦ୍ରାପଡାରୁ ୧୬ ଓ ନବରଙ୍ଗପୁରରୁ ୧୧ ଜଣ ଆରୋଗ୍ୟ ହୋଇଛନ୍ତି ।

Leave a Reply

Your email address will not be published.