୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୪୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୭ଜଣ , ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୩ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି ।

Leave a Reply

Your email address will not be published.