ଆସନ୍ତା ୧୨ରେ ପ୍ରକାଶ ପାଇଁ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଭାଇରସ୍ ଯୋଗୁଁ ପାଠପଢା ସହ ଖାତାଦେଖାରେ ଅଧିକ ପ୍ରଭାବ ପଡୁଛି । କିନ୍ତୁ ଏହାି ମଧ୍ୟରେ ଖାତାଦେଖା ଜାରି ରହିଛି । ଅଗଷ୍ଟ ୧୨ ତାରିଖରେ +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ ।

ଦିନ ୧୨ଟା ୩୦ରେ +୨ ବିଜ୍ଞାନ ପରୀକ୍ଷା ରେଜଲ୍ଟ ବାହାରିବ । ଏହା ସହ ଅଗଷ୍ଟ ତୃତୀୟ ସପ୍ତାହରରେ +୨ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଅଗଷ୍ଟ ଶେଷ ସୁଦ୍ଧା +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Leave a Reply