ଭୁବନେଶ୍ୱରରୁ ସର୍ବାଧିକ ୨୪୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ଭୁବନେଶ୍ବରରେ ୨୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୦୭ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ ଲାଭ କରିଥିବା ସୂଚନା ମିଳିଛି ।

ଏହାସହ ରାଜଧାନୀରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୧୭୧୭ରେ ପହଁଚିଛି ।ଏହାମଧ୍ୟରୁ ୮୩୪ଜଣ ସୁସ୍ଥ ହୋଇଥିବା ବେଳେ ୧୧ଜଣ ପ୍ରାଣ ହରାଇଛନ୍ତି । ସେହିପରି ୮୭୦ଟି ସକ୍ରିୟ କେସ୍ ରହିଛି ।

Leave a Reply