ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

 

Leave a Reply

Your email address will not be published.