ବିମାନ ଯାତ୍ରୀଙ୍କ ପାଇଁ ଜାରି ହେଲା ଏସଓପି

ଘରୋଇ ବିମାନ ସେବା ମେ ୨୫ରୁ ଆରମ୍ଭ ହେବକୁ ଯାଉଛି । ବିମାନର ମଝି ସିଟ୍ ଖାଲି ରଖାଯିବ ବୋଲି ପୂର୍ବରୁ ବାରଣ କରାଯାଇଥିଲା । ଏହା ଭଡ଼ା ଉପରେ ପ୍ରଭାବ ପକାଉଥିବାରୁ ମଝି ସିଟ୍‌ ଖାଲି ରହିବ ନାହିଁ । … Read More

ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ,୪୦ ରୁ ଅଧିକ ଆହତ

ଭୁବନେଶ୍ୱର,(ଓଡିଶା ଟାଇମ୍):ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ଟୋଲ୍‌ଗେଟ୍ ନିକଟରେ ଏକ ପ୍ରବାସୀ ଶ୍ରମିକଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୪୦ ଜଣ ଶ୍ରମିକ ସାମନ୍ୟ ଆହତ ହୋଇଥିବା ବେଳେ ୪ ଜଣ ଶ୍ରମିକ ଗୁରୁତର ଅଛନ୍ତି । … Read More

ଟଚ୍ ଫ୍ରି ହେବ ଭୁବନେଶ୍ୱର ଏୟାରପୋର୍ଟ

ଭୁବନେଶ୍ୱର,(ଓଡିଶା ଟାଇମ୍):ଟଚ୍ ଫ୍ରି ହେବ ଭୁବନେଶ୍ୱର ଏୟାରପୋର୍ଟ । ଆସନ୍ତା ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ରାଜଧାନୀ ଭୁବନେଶ୍ୱର ସ୍ଥିତ ବିଜୁପଟ୍ଟନାୟକ ଏୟାରପୋର୍ଟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ନିର୍ଦ୍ଦେଶକ ଭି.ଭି ରାଓ … Read More

ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ଗଡିଲା, ୫୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,(ଓଡିଶା ଟାଇମ୍):  ରାଜ୍ୟରେ ଆଉ ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ … Read More

ମେ ୨୫ ରୁ ଉଡ଼ିବ ଘରୋଇ ବିମାନ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍‌):  ଦୀର୍ମେଘ ଦୁଇମାସର ବ୍ୟବଧାନ ପରେ ୨୫ ତାରିଖରୁ ଉଡ଼ିବ ଘରୋଇ ବିମାନ।  ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂହପୁରୀ ଏବାବଦରେ ଆଜି ସୂଚନା ଦେଇଛନ୍ତି। ଯଦିଓ ଲକ୍‌ଡାଉନ୍‌-୪ ନିୟମାବଳୀ ଅନୁସାରେ ସମସ୍ତ ବେସାମରିକ ଘରୋଇ ଓ … Read More

ଆଜିଠୁ ଅନଲାଇନରେ ଟ୍ରେନ ଟିକେଟ ବୁକିଂ ଆରମ୍ଭ

ନୂଆଦିଲ୍ଲୀ,(ଓଡିଶା ଟାଇମ୍) : ଆଜିଠୁ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍‌ ଟିକେଟ ବୁକିଂ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୧ରୁ ରେଲ୍‌ୱେ ପକ୍ଷରୁ ୨୦୦ଟି ରେଗୁଲାର୍‌ ପାସେଞ୍ଜର ଟ୍ରେନ୍‌ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଆଜି ସକାଳ ୧୦ଟାରୁ IRCTC ୱେବ୍‌ସାଇଟ୍‌ … Read More

ଘୁଞ୍ଚିଲା ମାଟ୍ରିକ ପରୀକ୍ଷା ଖାତା ଦେଖା

ଭୁବନେଶ୍ବର, (ଓଡ଼ିଶା ଟାଇମ୍‌): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ପିଲାଙ୍କ ଭାଗ୍ୟ ଅନିଶ୍ଚିତତା ମଧ୍ୟରେ ଗତି କରୁଛି । ଖାତା ଦେଖା ଆରମ୍ଭ ହେବା ସମୟରେ ହିଁ କରୋନା ପାଇଁ ଲକଡାଉନ ହେଲା । ଏହା ପରେ ମେ ୨୦ରୁ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ କରୋନା ଆକ୍ରାନ୍ତ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ରାଜ୍ୟରେ ଆଉ ୩୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି l ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦ ଜଣ ଗଞ୍ଜାମର , ୫ଜଣ କେନ୍ଦ୍ରାପଡାର , ୨ଜଣ ବାଲେଶ୍ୱର , ୨ଜଣ ଭଦ୍ରକର ହୋଇଥିବା … Read More

ପୋଲିସ କର୍ମଚାରୀଙ୍କୁ କୋରୋନା

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):   କଟକ- ଭୁବନେଶ୍ୱର କମିଶନରେଟ ପୋଲିସର ଜଣେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କୁ କୋରୋନା ହୋଇଥିବା ଜଣାପଡିଛି । ପୋଲିସ କର୍ମଚାରୀଙ୍କୁ ୩୬ ବର୍ଷ ବୟସ ହୋଇଥିବା ବେଳେ ସେ ଲକ୍ଷଣ ବିହୀନ ଥିଲେ। ଏ ନେଇ କମିଶନରେଟ ପୋଲିସ … Read More

WHOକୁ ଟାର୍ଗେଟ କଲେ ଟ୍ରମ୍ପ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପ ପୁଣି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନକୁ ପୁଣି ଟାର୍ଗେଟ କରିଛନ୍ତି । କରୋନା ସଂକ୍ରମଣର ମୁକାବିଲା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଯଦି ଆଗାମୀ ୩୦ ଦିନ ଭିତରେ ଆଖିଦୃଶିଆ ପଦକ୍ଷେପ ନିଆ ନଯାଏ … Read More