ବୈଜୟନ୍ତ ବିଜେପି ରାଷ୍ଟ୍ରୀୟ ଉପସଭାପତି ଓ ମୁଖପାତ୍ର

ଗତ ୪ ତାରିଖରେ ବିଜେପିରେ ଯୋଗ ଦେଇଥିବା ବୈଜୟନ୍ତ ପଣ୍ଡାଙ୍କୁ ଦଳର ୨ଟି ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦପଦବୀରେ ଦାୟିତ୍ୱ ମିଳିଛି। ବୈଜୟନ୍ତଙ୍କୁ ବିଜେପିର ରାଷ୍ଟ୍ରୀୟ ଉପସଭାପତି ସହିତ ଦଳର ରାଷ୍ଟ୍ରୀୟ ମୁଖପାତ୍ର ମଧ୍ୟ କରାଯାଇଛି। ବିଜେପି ସଭାପତି ଅମିତ ଶାହା ଏହି … Continue reading ବୈଜୟନ୍ତ ବିଜେପି ରାଷ୍ଟ୍ରୀୟ ଉପସଭାପତି ଓ ମୁଖପାତ୍ର