ସୁପ୍ରିମକୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଅନୁଭବ-ବର୍ଷାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ।

ଅନୁଭବ ଦାୟର କରିଥିବା ଛାଡପତ୍ର ମାମଲାକୁ ସ୍ଥାନାନ୍ତର କରିବାକୁ ବର୍ଷା ଆବେଦନ କରିଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରୁ କଟକ ସ୍ଥାନାନ୍ତର କରିବାକୁ ସେ ଏଥିରେ ଆବେଦନ କରିଛନ୍ତି। ସୂଚନା ଯୋଗ୍ୟ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଛାଡ଼ପତ୍ର ମାମଲା ରୁଜୁ କରିଥିଲେ।

Leave a Reply

Your email address will not be published.