ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି ଅତୀତ ସ୍ମୃତିର ଅଜଣା ଆବେଗରେ ମନ ଉତ୍‌-ଫୁଲ୍ଲିତ ରହିବ । କୌଣସି ପ୍ରିୟବନ୍ଧୁଙ୍କ ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁ ।ନିକ କାମରେ ସହ-ଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ବିଭିନ୍ନ ବିବାଦୀୟ କଥାକୁ କେନ୍ଦ୍ର କରି ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ । ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଅଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ଅତି ନିକଟରେ ରଗୁଥିବା ବନ୍ଧୁଟି ଦ୍ୱାରା କରାଇନେବେ । କର୍ମକ୍ଷେତ୍ରରେ ସ୍ୱାଦୀଣ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ସରକାରୀ ସ୍ତରରୁ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ବିଭିନ୍ନ ସମସ୍ୟା ହେତୁ ଆଜି ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡିବ । ଆର୍ଥିକ କ୍ଷେତ୍ରରେ ଆଜି ପାଇବେ ଯେମିତି ଓ ଯତେିକି, ଖର୍ଚ୍ଚ ମଧ୍ୟ କରିବେ ସେମିତି । ସତର୍କତା ଅଭାବରୁ ସାଧାରଣ ଘଟଣା … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ । ପରିବାର ସଗ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ପରିବାର ପାଇଁ ପରିସ୍ଥିତି ବଶତଃ ଧାର କରଜ କରି କାମ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁ ପଡିବ । ପ୍ରତିବନ୍ଧକ ଲାଗି ରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ । ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି କର୍ମକ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ବହୁତ ଭଲ ରହିବ । ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂର ଯାତ୍ରା କରିବାକୁ ପଡିପାରେ । କିନ୍ତୁ ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆଜି ଆପଣ ହସିଲେ କଥା କହିବେ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି । ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ସାମାନ୍ୟ କଥାରେ ମାନସିକ ଉଦବେଗ ଓ ଅସ୍ଥିରତା ବଢିବ । ମନୋବଳକୁ ଦୃଢ ରଖିଲେ କାର୍ଯ୍ୟର ଧାରା ସହଜ ହେବ । ଦୂର ଯାତ୍ରାରେ ଆଘାତ କିମ୍ବା ବ୍ୟୟର ସମ୍ଭାବନା ଅଛି । ବ୍ୟବସାୟରେ ଅଧିକ ଶ୍ରମ, ରାଜନୀତିରେ ବିଶ୍ୱାସ … Read More