୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୭୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୪ … Read More

ହେଲମେଟ ନପିନ୍ଧିଥିବାରୁ ଧରିଲା ଟ୍ରାଫିକ୍ ପୋଲିସ: ଫାଇନ୍ ଗଣିଲେ ଗଣଶିକ୍ଷା ମନ୍ତ୍ରୀ ଓ ବାଲେଶ୍ୱର ବିଧାୟକ

ବାଲେଶ୍ଵର,(ଓଡ଼ିଶା ଟାଇମ୍):ଟ୍ରାଫିକ ନିୟମ ଭାଙ୍ଗି ଗଣଶିକ୍ଷା ମନ୍ତ୍ରୀ ଓ ବିଧାୟକ ଗଣିଲେ ତଣ୍ଡ । ବିନା ହେଲ୍‌ମେଟ୍‌ରେ ଯାତ୍ରା କରିଥିବାରୁ ତଣ୍ଡ ଗଣିଛନ୍ତି ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଖବର ଅନୁଯାୟୀ, … Read More

ଦ୍ରୌପଦୀ ମୁର୍ମୁଙ୍କୁ ନେଇ ରାମ ଗୋପାଳ ବର୍ମାଙ୍କ ବିବାଦୀୟ ବୟାନ୍

ନୂଆଦିଲ୍ଲୀ,(ଓଡ଼ିଶା ଟାଇମ୍): ବିବାଦୀୟ ବୟାନ ପାଇଁ ଚର୍ଚ୍ଚାରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ପୁଣି ଏକ ବିବାଦୀୟ ବୟାନ୍ ଦେଇ ଫସିଯାଇଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏକ ବିବାଦୀୟ ବୟାନ୍ ଦେଇଛନ୍ତି। ଏହାକୁ ନେଇ … Read More

୨୪ ଘଣ୍ଟାରେ ବାହାରିଲେ ୬୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,( ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା … Read More

ଆରୋଗ୍ୟ ଲାଭ କଲେ ମହାପ୍ରଭୁ, ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି

ପୁରୀ,(ଓଡ଼ିଶା ଟାଇମ୍):ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କର ରାଜପ୍ରାସାଦ ବିଜେ ନୀତି। ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ବାର ବନ୍ଦ କରାଯାଇ ବେହେରଣ ଦ୍ବାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଛି । ଶୁକ୍ରବାର ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି … Read More

ଜୁଲାଇ ପହିଲାରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜୁଲାଇ ବାହାରିବ ମାଟ୍ରିକ ରେଜଲ୍ଟ । ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି … Read More

ମାଲକାନଗିରି ସୀମାନ୍ତରେ ମାଓ ହିଂସା, ରାସ୍ତା ନିର୍ମାଣରେ ନିୟୋଜିତ ଥିବା ଗାଡିକୁ ପୋଡିଲେ

ମାଲକାନଗିରି,(ଓଡ଼ିଶା ଟାଇମ୍):ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ପୁଣି ମାଓ ହିଂସା । ଭଣ୍ଡାରି କୋତ୍ତାଗୂଡେମ ଜିଲ୍ଲାରେ ଗାଡି ପୋଡିଦେଲେ ମାଓବାଦୀ । ଖବର ଅନୁଯାୟୀ, ଚେରଲା ଥାନା ଗୋରକୋଣ୍ଡା ଗାଁ ନିକଟରେ ବନ ବିଭାଗ ତରଫରୁ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲା । … Read More

ରାଜ୍ୟରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୩ କୋଭିଡ୍ ସଂକ୍ରମିତ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ … Read More

ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସବୁ ଓମିକ୍ରନ୍ ଭାରିଆଣ୍ଟର : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ରାଜ୍ୟରେ କୋଭିଡ୍ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ ଆରମ୍ଭ ହୋଇଛି । କୋଭିଡ୍ ସଂକ୍ରମଣ ସହ ଟିବି, ଫାଇଲେରିଆ, … Read More

ନୂଆ ସଂସଦ ଭବନରେ ହେବ ଶୀତକାଳୀନ ଅଧିବେଶନ; ନୂଆ ବିଲ୍ଡଂ କାର୍ଯ୍ୟ ବିଷୟରେ ଅପ୍‌ଡେଟ୍ ଦେଲେ ଓମ୍ ବିର୍ଲା

ନୂଆଦିଲ୍ଲୀ,(ଓଡ଼ିଶା ଟାଇମ୍):ସଂସଦର ଶୀତକାଳୀନ ଅଧିବେଶ ନୂଆ ବିଲ୍‌ଡିଂରେ ହେବ। ଏଥିପାଇଁ ସରକାର ଜୋର୍‌ସୋର୍‌ରେ ଉଦ୍ୟମ ଜାରି ରଖିଛନ୍ତି। ଏହି ସୂଚନା ଦେଇଛନ୍ତି ଲୋକସଭା ବାଚସ୍ପତି ଓମ୍‌ ବିର୍ଲା। ସ୍ପିକରଙ୍କର ଏହି ସୂଚନା ପରେ ଦେଶରେ ନୂଆ ପାର୍ଲିଆମେଣ୍ଟ ବିଲ୍‌ଡିଂ ନିର୍ମାଣ ଶେଷ … Read More