Poetry Writing Suggestions

In the meantime, stick to your literary devices. Avoid using too many abstract nouns, develop putting photographs, use metaphors and similes to strike interesting comparisons, and above all, speak from … Read More

ସୁନୀଲ ବଂଶଲ ଓଡ଼ିଶା ବିଜେପିର ନୂଆ ପ୍ରଭାରୀ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଉତ୍ତରପ୍ରଦେଶର ବିଜେପି ସଂଗଠନ ମହାମନ୍ତ୍ରୀ ସୁନୀଲ ବଂଶଲଙ୍କ ରାଷ୍ଟ୍ରୀୟ ମହାମନ୍ତ୍ରୀ ନିଯୁକ୍ତ କରାଯିବା ସହ ଓଡ଼ିଶା ଦାୟିତ୍ୱ ପ୍ରଦାନ କରାଯାଇଛି।  ଖାଲି ସେତିକି ନୁହେଁ, ସେ ପଶ୍ଚିମବଙ୍ଗ ଏବଂ ତେଲଙ୍ଗାନା ଭଳି ରାଜ୍ୟର ସାଂଗଠନିକ ପ୍ରଭାରୀ ହେବା … Read More

ଉପରାଷ୍ଟ୍ରପତି ପ୍ରାର୍ଥୀ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଗତ ସନ୍ଧ୍ୟାରେ ଧନକଡ଼ଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ସାଂସଦ । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସାଂସଦମାନେ ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏହି … Read More

ପ୍ରକାଶ ପାଇଲା ଚଳିତବର୍ଷର OJEE ରେଜଲ୍ଟ: MBAରେ ଶ୍ରଦ୍ଧାରବିନ୍ଦ ଟପ୍ପର

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ପ୍ରକାଶ ପାଇଛି ଓଜେଇଇ ରେଜଲ୍ଟ । ରେଜଲ୍ଟ ପ୍ରକାଶ କଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ । ଚଳିତ ବର୍ଷ ୪୭, ୭୨୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । www.ojee,nic.in ୱେବସାଇଟରେ ଉପଲବ୍ଧ … Read More

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ … Read More

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦ୍ରାପଡ଼ା, (ଓଡିଶ ଟାଇମ୍):ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ … Read More

ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜନ୍ମମାଟି ଓଡ଼ିଶାରୁ ସମର୍ଥନ ମାଗିବା ପାଇଁ ଭୁବନେଶ୍ୱରରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଜିଆଯାଇଥିଲା । ଏହାପରେ ସେ ରାଜ୍ୟ ଅତିଥୀ ଭବନରେ ପହଞ୍ଚିଥିଲେ । ପରେ … Read More

ରାଜ୍ୟସଭା ନିର୍ବାଚନ: ଆଜି ଶପଥ ନେବେ ମାନସ ଓ ସୁଲତା

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ବିଜେଡିର ନବନିର୍ବାଚିତ ରାଜ୍ୟସଭା ସଦସ୍ୟ ମାନସ ରଞ୍ଜନ ମଙ୍ଗରାଜ ଓ ସୁଲତା ଦେଓ ଶୁକ୍ରବାର ଶପଥଗ୍ରହଣ କରିବେ । ରାଜ୍ୟସଭାରେ ପୂର୍ବାହ୍ନ ୧୧ଟା ସମୟରେ ଏହି ଦୁଇ ସାଂସଦ ଶପଥ ନେବେ ବୋଲି ସୂଚନା ମିଳିଛି । ଗତ … Read More

ଆଜି ଜନ୍ମମାଟିକୁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ : ବିଧାନସଭା ସମ୍ମିଳନୀ କକ୍ଷରେ ବିଧାୟକ ଓ ସାଂସଦଙ୍କୁ ଭେଟିବେ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜନ୍ମମାଟି ଓଡ଼ିଶାରୁ ସମର୍ଥନ ମାଗିବା ପାଇଁ ଶୁକ୍ରବାର ଭୁବନେଶ୍ୱର ଆସୁଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ପୃଥକ୍‌ ଭାବେ ଭେଟିବେ ବିଜେଡି ଓ ବିଜେପିର ବିଧାୟକ ଏବଂ ସାଂସଦଙ୍କୁ । ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ କରିବାକୁ ଅନୁରୋଧ … Read More

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୭୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୪ … Read More