ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୪ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୮୬ … Read More