ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଣବ ମୁଖାର୍ଜୀ । ଏହା ସହ ଗତ ୭ଦିନ ମଧ୍ୟରେ ଭେଟିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହା ବ୍ୟତିତ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇବାକୁ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି ।

 

Leave a Reply