ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୭୫ କୋରୋନା ସଂକ୍ରମିତ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ରାଜ୍ୟ ପାଇଁ ଖୁସି ଖବର । ଆଜି ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୨୫ଜଣ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ … Read More

ହୋମ କ୍ୱାରେଣ୍ଟାଇନରେ ଥିବା ବ୍ୟକ୍ତିଙ୍କ ଅସ୍ୱାଭାବିକ ମୃତ୍ୟୁ,୫ ଘଣ୍ଟା ପଡି ରହିଲା ମୃତ ଦେହ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ବାରିପଦା, ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଳକ ଅଞ୍ଚଳର ଜଣେ ବ୍ୟକ୍ତି ସୁରତରୁ ଫେରି ହୋମ କ୍ୱାରେଣ୍ଟାଇନରେ ଥିବା ବେଳେ ତାଙ୍କର ଆଜି ମୃତ୍ୟୁ ହୋଇଛି । ତେବେ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ଦୀର୍ଘ … Read More

ମେ’ ୩୦ରେ ବନ୍ଦେ ଉତ୍କଳ ଜନନୀ ଗାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ସମସ୍ତ ଓଡ଼ିଆ ଭାଇ ଓ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିବେଦନ କରିଛନ୍ତି। ରାଜ୍ୟର କୋଭିଡ୍‌ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ସେମାନଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ ପାଇ: ଅନୁରୋଧ କରିଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ … Read More

କୋରୋନା ଦୂର ପାଇଁ ମନ୍ଦିର ଭିତରେ ନର ବଳି !

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ମନ୍ଦିର ଭିତରେ ହତ୍ୟା! କୋରୋନା ଦୂର ପାଇଁ ମନ୍ଦିର ଭିତରେ ଜଣେ ବ୍ୟକ୍ତିଙ୍କୁ ନରବଳି ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଛି । ଏଭଳି ଏକ ଅମାନୁସିକ ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ସ୍ଥିତ … Read More

୬୭ ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ରାଜ୍ୟରେ ଆଜି ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏହି ୬୭ ଜଣଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୨ … Read More

ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ରାଜ୍ୟରେ ଆଜି ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏହି ୬୭ ଜଣଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୨ … Read More

କୋଭିଡ୍‌-୧୯: ଦେଶରେ ୬ ହଜାର ୫୬୬ ନୂଆ ପଜିଟିଭ୍‌, ସଂଖ୍ୟା ୧ଲକ୍ଷ ୫୮ ହଜାର ୩୩୩

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଦେଶରେ କରୋନା ଆକଆନ୍ତଙ୍କ ସଂଖ୍ୟା ଦିନକୁ ଦିନ ବିସ୍ଫୋରିତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ଭିତରେ ୬ହଜାର ୫୬୬ ଜଣଙ୍କ ପାଖରେ କରୋନା ଭୁତାଣୁ ଥିବା ଚିହ୍ନଟ କରାଯାଇଛି। ଏହାଦ୍ଵାରା ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ବରଗଡ଼ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ l ଏହି କୋରୋନା ଆକ୍ରାନ୍ତ ଜଣଙ୍କ ବରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣକ ବରପାଲି ବ୍ଲକ୍‌ ଅଞ୍ଚଳର। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ୱିଟ୍‌ କରି … Read More

ଆଜିଠୁ ରାଜ୍ୟରେ ଗଡ଼ିବ ଘରୋଇ ବସ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ରାଜ୍ୟରେ ଗଡିବ ଘରୋଇ ବସ । ବସ ଚଳାଚଳ ନେଇ ବସ ମାଲିକ ସଂଘ ନିଷ୍ପତ୍ତି ନେଇଛି। କିନ୍ତୁ ବସ୍ ଭଡା ବଢିବ ନାହିଁ । ସିଟ୍ ସଂଖ୍ୟା ଅନୁଯାୟୀ ବସରେ ଯାତ୍ରା କରିବେ … Read More

ରଥଯାତ୍ରାରେ କୋଭିଡ୍‌ ଚିନ୍ତା: ୭୫ ଦଇତା ସେବକଙ୍କ ନମୁନା ସଂଗ୍ରହ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ରଥଯାତ୍ରାକୁ କୋଭିଡ୍‌ ସଂକ୍ରମଣରୁ ଦୂରରେ ରଖିବା ତଥା ଆବଶ୍ୟକ ନିୟମାବଳୀକୁ ପାଳନ କରି ସୁରୁଖୁରରେ କାର୍ଯ୍ୟ ସମ୍ପାଦନ ଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ଏହିକ୍ରମରେ ଆଜି ସକାଳେ ୭୫ଜଣ ଦଇତା ପତି ସେବକଙ୍କ ନମୁନା … Read More