ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଭଦ୍ରକ, ରାୟଗଡା, ପୁରୀ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

 

 

Leave a Reply