MESHA

advt

LATEST NEWS

ଅନୁଶୀଳନ

ସରକାରୀ ସେବକ ବନାମ ଜଗନ୍ନାଥଙ୍କ ସେବକ

ରଥ ଉପରେ ସେବକଙ୍କୁ ନିୟନ୍ତ୍ରଣ ହେଉ ବା ଦାରୁ ଓ ବ୍ରହ୍ମ ବିଭ୍ରାଟ ପୁଣି ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଏ ସବୁଥିରେ ସେବକ-ପ୍ରଶାସନ-ପୁଲିସ ଭିତରେ ଲଢ଼େଇ ଗଣମାଧ୍ୟମରେ ଅନେକ ଆଲୋଚନା ହୋଇଛି। ଏ ସବୁଥିରେ ସେବାୟତଙ୍କ ଭୂମିକାକୁ ଗଣମାଧ୍ୟମ ମୁଖ୍ୟ ଖଳନାୟକର ପଦବୀ ଦେଇଛି। ଔପନିବେଶିକ ଧାରାରେ ବିଭାଜନ ଓ ଶାସନ ନୀତିରେ ପୀଡ଼ିତ ହୋଇ ଭୟଭୀତ ହୋଇପଡ଼ିଥିବା ସେବାୟତ ଏସବୁର ପ୍ରତିରୋଧ କରିବା ପାଇଁ ନା ଏକାଠି ହୋଇପାରିଛନ୍ତି ନା ଏକୁଟିଆ ପ୍ରତିରୋଧ କରି ସଫଳ ହୋଇପାରୁଛନ୍ତି। ଏଣୁ ଶ୍ରୀମନ୍ଦିରକୁ ଶୃଙ୍ଖଳିତ କରିବା ଆଳରେ ଜଗନ୍ନାଥ ପରମ୍ପରା, ପ୍ରଥା, ଧାର୍ମିକ ଭାବନା ଓ ମନ୍ଦିରର ସ୍ଵତନ୍ତ୍ର ପଣିଆରେ ସାଲିସ ହୋଇ ଚାଲିଛି। ଦିନକୁ ଦିନ ଅଧିକ ବିଶୃଙ୍ଖଳିତ ହୋଇ ଚାଲିଛି ଆମ ଭାବର ପେଣ୍ଠ ଶ୍ରୀମନ୍ଦିର। ଆଜି ଶ୍ରୀଜୀଉଙ୍କ ଉପବାସ ରହିବା ସେହି ଷଡ଼ଯନ୍ତ୍ରର ଏକ ଅଂଶ ବିଶେଷ।

ପାଣିପାଗ

bhubaneswar, India
mist
12 ° C
12 °
12 °
76 %
2.4kmh
0 %
Sat
11 °
Sun
24 °
Mon
24 °
Tue
25 °
Wed
26 °