ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର । ପରୀ ହତ୍ୟା ପ୍ରସଙ୍ଗରେ ଅରୁଣଙ୍କୁ ସୁରକ୍ଷା ଦେଇ ଅଡୁଆରେ ରହିଛି ରାଜ୍ୟ କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ … Read More

୨୪ ଘଣ୍ଟାରେ ଦେଶରେ ୩୬୫୯୫ ନୂଆ କୋଭିଡ୍ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟାରେ ୩୬ହଜାର ୫୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୫୪୦ ଜଣ ଜୀବନ ହାରିଛନ୍ତି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୭୧ ହଜାର ୫୫୯ରେ ପହଁଚିଛି । … Read More

ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ। ରାଜ୍ୟ କ୍ରାଇମବ୍ରାଞ୍ଚ ତାଙ୍କୁ ଗିରଫ କରିଛି। ସାଇବର ଥାନାରେ ଜେରା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ପ୍ରଦୀପଙ୍କ ବିରୋଧରେ ୪୧୯, ୪୨୦, ୪୬୭, ୪୬୮, ୪୬୯ ଏବଂ ୪୭୧ … Read More

ପ୍ରଦେଶ କଂଗ୍ରେସ ଆଇନ୍ ବିଭାଗର ଜିଲ୍ଲା ଆବାହକ / ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶା ପ୍ରଦେଶ କଂଗ୍ରେସ ଆଇନ୍ ବିଭାଗର ଅଧ୍ୟକ୍ଷ ଭାବେ ବରି ଆଇନ୍‌ଜୀବୀ ଶ୍ରୀ ସୁରେନ୍ଦ୍ରନାଥ କର ଦାୟିତ୍ୱ ନେବା ପରେ ୩୩ ଗୋଟି କଂଗ୍ରେସ ସାଂଗଠନିକ ଜିଲ୍ଲା ନିମନ୍ତେ ଆବାହକ / ଅଧ୍ୟକ୍ଷମାନଙ୍କର ନାମ ତାଲିକା … Read More

୬ ମାସରେ ହୋଣ୍ଡା ସଡ଼କ ସୁରକ୍ଷା ଇ-ଗୁଜୁକୂଳ ସାରା ଭାରତର ୧୮୫ରୁ ଅଧିକ ସହରରେ ପହଂଚିଛି

ଭୁବନେଶ୍ବର, (ଓଡିଶା ଟାଇମ୍) : ହୋଣ୍ଡା ମୋଟରସାଇକଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ଘୋଷଣା କରାଯାଇଛି ଯେ ଏହାର ଡିଜିଟାଲ୍ ସଡ଼କ ସୁରକ୍ଷା ଅଭିଯାନ-ହୋଣ୍ଡା ସଡ଼କ ସୁରକ୍ଷା ଇ-ଗୁରୁକୂଳ ସାରା ଭାରତରେ ୨ ଲକ୍ଷରୁ ଅଧିକ ଲୋକଙ୍କୁ ସଡ଼କ … Read More

ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ମହାମାରୀ କରୋନା ପାଇଁ ପାଠପଢା ଅନ୍‌ଲାଇନରେ ହେଉଥିବା ବେଳେ ପରୀକ୍ଷା କିପରି ହେବ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିଲା। କରୋନା ପାଇଁ ସ୍କୁଲ କଲେଜ ବନ୍ଦ । ପାଢ ପଢା ଅନଲାଇନରେ ହେଉଛି … Read More

କୃଷକ ଆନ୍ଦୋଳନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ଶାହ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) :କୃଷକମାନେ ନୂଆ କୃଷି ଆଇନକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି । ସେମାନେ ଦିଲ୍ଲୀର ବିଭିନ୍ନ ସୀମାରେ ଧାରଣା ଦେବା ସହ ଆନ୍ଦୋଳନ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ … Read More

୨ ଦିନିଆ ଓଡିଶା ଗସ୍ତରେ ଆସିବେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :କଂଗ୍ରେସ ସାଂସଦ ତଥା ଓଡ଼ିଶା କଂଗ୍ରେସ ପ୍ରଭାରୀ ଡ. ଏ.ଚେଲ୍ଲା କୁମାର ୨ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ।  ଆସନ୍ତା ୪ ତାରିଖ ଦିନ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦିନ ୧୧ଟାରେ କଂଗ୍ରେସ ଭବନରେ … Read More

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୦୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More