ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ
କଟକ, (ଓଡିଶା ଟାଇମ୍) : ଓଡିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାଫଳରେ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ହାଇକୋର୍ଟର ନୂଆ ଓ ପୁରୁଣା ବିଲ୍ଡିକୁ ବନ୍ଦ କରିଦିଆଯାଇଛି । ସୂଚନାଯୋଗ୍ୟ ଯେ, ହାଇକୋର୍ଟର ଜଣେ କର୍ମଚାରୀ … Read More