ହୀରାକୁଦ ଜଳଭଣ୍ଡାରର ଖୋଲିଲା ୬ ଗେଟ୍

ସମ୍ବଲପୁର, (ଓଡିଶା ଟାଇମ୍): ସମ୍ୱଲପୁର ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ । ବାମପାର୍ଶ୍ବରେ ୪ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

Leave a Reply

Your email address will not be published. Required fields are marked *