ବିଜେଡ଼ିରେ ସୁନ୍ଦରଗଡର ପୂର୍ବତନ ବିଧାୟକ ଯୋଗେଶ ସିଂ

Post Views: 9 ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଲୁଥିବାବେଳେ ତାଙ୍କ ଦଳର ନିଲମ୍ୱିତ ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିହଂ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଶାସକ ବିଜେଡ଼ିରେ ଯୋଗ ଦେଇଛନ୍ତି। ଯୋଗେଶଙ୍କ ସହ ସୁନ୍ଦରଗଡ ନିର୍ବାଚନ … Continue reading ବିଜେଡ଼ିରେ ସୁନ୍ଦରଗଡର ପୂର୍ବତନ ବିଧାୟକ ଯୋଗେଶ ସିଂ