ରାଜ୍ୟରେ ବାହାରିଲେ ୧୫୫୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫୬୯୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୦୪ଜଣ … Read More

ଟ୍ୱିଟରରେ ପ୍ରଧାନମନ୍ତ୍ରୀଙ୍କ ଫଲୋଅର୍ସ ସଂଖ୍ୟା ୭୦ ମିଲିୟନ ଟପିଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଟ୍ୱିଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଲୋଅର୍ସ ସଂଖ୍ୟା ୭୦ ମିଲିୟନ ହୋଇଯାଇଛି । ଏହାସହ ସେ ସୋସିଆଲ ମିଡିଆରେ ସବୁଠାରୁ ଅଧିକ ଫଲୋ କରାଯାଇଥିବା ନେତା ତାଲିକାରେ ପୁଣି ଥରେ ଏକ ନମ୍ବରରେ ପହଁଚିଛନ୍ତି । ୭୦ … Read More

ଆସନ୍ତାକାଲିଠୁ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା

କଟକ, (ଓଡିଶା ଟାଇମ୍):ଆସନ୍ତାକାଲି ଅଫଲାଇନ୍‌ ମାଟ୍ରିକ୍ ପରୀକ୍ଷା । ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା । ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୫୧ ଜଣ ଦେବେ ପରୀକ୍ଷା । … Read More

ବରିଷ୍ଠ IAS ସ୍ତରରେ ଅଦଳବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍): ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ ହୋଇଛି । ଅର୍ଥ ବିଭାଗ ସଚିବ ଥିବା ଆଇଏଏସ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସଚିବ ଭାବେ ବଦଳି କରାଯାଇଛି । ପର୍ଯ୍ୟଟନ ଓ କ୍ରୀଡା ବିଭାଗ ସଚିବ … Read More

ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ଗେଟ୍

ସମ୍ବଲପୁର, (ଓଡିଶା ଟାଇମ୍): ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ସ୍ଲୁଇସ୍ ଗେଟ୍ । ବର୍ତ୍ତମାନ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି । ତେବେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୦୫.୫୪କୁ ଖସିଗଲାଣି । ସମ୍ବଲପୁରରେ ବର୍ଷା ଲାଗି … Read More

୩୦ ଜିଲାରେ ଓଜେଇଇ ପରୀକ୍ଷା କେନ୍ଦ୍ର

ଭୁବନେଶ୍ବର, (ଓଡିଶା ଟାଇମ୍): ସରକାରୀ ଏବଂ ବେସରକାରୀ ମହାବିଦ୍ୟାଳୟର ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଅନୁଷ୍ଠିତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ୩୦ ଜିଲାରେ କେନ୍ଦ୍ର କରାଯିବ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ବିଦ୍ୟାର୍ଥୀଙ୍କ ଯାତାୟାତ … Read More

ଭୁବନେଶ୍ୱର ବିମାନବନ୍ଦରର ହେବ ଘରୋଇକରଣ: କେନ୍ଦ୍ର

ଭୁବନେଶ୍ବର, (ଓଡିଶା ଟାଇମ୍): ଭୂବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିୟ ବିମାନ ବନ୍ଦର ଘରୋଇକରଣ ଲାଗି ନିଷ୍ପତି ହୋଇଛି ବୋଲି ଆଜି ରାଜ୍ୟସଭାରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ ଭି କେ ସିଂ ଜଣାଇଛନ୍ତି। ରାଜ୍ୟସଭା ସାଂସଦ ସୁବାସ … Read More

ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି … Read More

୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୪୧୩୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ଜଣ … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି । ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଦିଦି । ପ୍ରଧାନମନ୍ତ୍ରୀ ମୋଦି ଏବଂ ବେଙ୍ଗଲ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରାୟ ଅଧ ଘଣ୍ଟା ଧରି … Read More