ରାଜ୍ୟରେ ଆଉ ୨ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,(ଓଡିଶା ଟାଇମ୍) :ରାଜ୍ୟରେ ଆଉ ୨ କୋରୋନା ଆକ୍ରାନ୍ତ ଚିହ୍ନଟ l ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୧୧୯୭ ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା l ଏହି ୨ ଆକ୍ରାନ୍ତ ଝାରସୁଗୁଡ଼ା ଜିଲ୍ଲାରୁ ଚିହ୍ନଟ ହୋଇଥିବା ସୂଚନା । ଏନେଇ ଟ୍ୱିଟ୍‌ … Read More

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ !

ଆମେରିକା ‘ଓପନ୍ ସ୍କାଏ’ ଚୁକ୍ତିରୁ ବାହାରିଲା ।  ଚୀନ୍ ଏଥର ଅର୍ଥନୈତିକ ଲକ୍ଷ୍ୟ ରଖିନାହିଁ । ଚୀନ୍ ଚାରିଆଡ଼େ ଗୁଣ୍ଡାଗିରି ଦେଖାଉଛି  । ଆମେରିକା ମଧ୍ୟଭାଗରେ ଡେଇଁପଡୁଛି । ଯୁଦ୍ଧ ପୂର୍ବରୁ ଏହା ହିଁ ଘଟେ ! ଅତୀତରେ ଆମେରିକା ଏବଂ … Read More

ଓଡ଼ିଶାରେ ଅନଲାଇନରେ ମିଳିବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମଦ ଅନଲାଇନରେ ବିକ୍ରି କରିବାକୁ ନିଷ୍ପତ୍ତି ଗ୍ରହଣ ନେଇଛନ୍ତି ରାଜ୍ୟ ସରକାର। ତେବେ କେବଳ ଅନଲାଇନ ନୁହେଁ, ଅଫଲାଇନରେ ମଧ୍ୟ ମଦ ବିକ୍ରି କରାଯିବାକୁ ଅନୁମତି ଦିଆଯାଉ ବୋଲି ସଂଘ ଦାବି କରିଛି l … Read More

ଜିଓ ପ୍ଲାଟଫର୍ମ୍‌ସରେ ୧୧ ହଜାର ୩୬୭ କୋଟି ଟଙ୍କା ନିବେଶ କରିବ କେକେଆର୍‌

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌):  ଅନ୍ୟତକ ଅନ୍ତରାଷ୍ଟ୍ରୀୟ ନିବେଶକାରୀ ସଂସ୍ଥା କେକେଆର୍ ପକ୍ଷରୁ ଜିଓ ପ୍ଲାଟଫର୍ମସରେ ୧୧,୩୬୭ କୋଟି ଟଙ୍କା ପୁଞ୍ଜିନିବେଶ ହେବ । ଜିଓ ପ୍ଲାଟଫର୍ମସର ମୋଟ ଇକ୍ୱିଟି ମୂଲ୍ୟ ୪.୯୧ ଲକ୍ଷ କୋଟି ଟଙ୍କା ଏବଂ ଔଦ୍ୟୋଗିକ ମୂଲ୍ୟ ୫.୧୬ … Read More

ଓଡିଶା ପାଇଁ ୫୦୦ କୋଟି ସହାୟତା ଘୋଷଣା କଲେ ମୋଦି

ଭୁବନେଶ୍ୱର,(ଓଡିଶା ଟାଇମ୍): ଓଡ଼ିଶାକୁ ୫୦୦କୋଟି ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରାଯାଇଛି । ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ସ୍ଥିତି ନେଇ ସମୀକ୍ଷା ବୈଠକ ପରେ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । … Read More

ପାକିସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା

ଭୁବନେଶ୍ୱର, (ଓଡିଶା ଟାଇମ୍): ପାକିସ୍ତାନରେ ବଡ଼ଧରଣର ବିମାନ ଦୁର୍ଘଟଣା ହୋଇଛି । ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ବିମାନ ଦୁର୍ଘଟଣା ହୋଇଛି । ଲ୍ୟାଣ୍ଡିଂ ପୂର୍ବରୁ କରାଚୀ ବିମାନବନ୍ଦର ନିକଟରେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ପାକିସ୍ତାନ … Read More

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ଟୁଇଟ୍ କଲେ ରାଷ୍ଟ୍ରପତି

ଭୁବନେଶ୍ୱର, (ଓଡିଶା ଟାଇମ୍): ସାମୁଦ୍ରିକ ବାତ୍ୟା ଅମ୍ପନ କ୍ଷୟକ୍ଷତିର ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡିଶା ଗସ୍ତରେ ଆସିଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ରାଜ୍ୟର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ରାଷ୍ଟ୍ରପତି ଆଜି … Read More

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ … Read More

ଅମ୍ଫନ କ୍ଷୟକ୍ଷତି : ପଶ୍ଚିମବଙ୍ଗକୁ ୧ ହଜାର କୋଟିର ସହାୟତା କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ପାଇଁ ୫୦ ହଜାର କୋଟି ଅଗ୍କୋରୀମ ସହାୟତା ଘୋଷଣା କୋଲକାତା.(ଓଡିଶା ଟାଇମ୍): ବାତ୍ୟା ଅମ୍ଫନ ଦ୍ୱାରା କ୍ଷତିଗ୍ରସ୍ତ ପଶ୍ଚିମବଙ୍ଗୋ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧ ହଜାର କୋଟିର ଅଗ୍ରୀମ ସହାୟତା ଘୋଷଣା କରିଛନ୍ତି । ଆଜି ପଶ୍ଚିମବଙ୍ଗ ଗସ୍ତରେ … Read More

ରାଜ୍ୟରେ ଆଉ ୪୩ କୋରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,(ଓଡିଶା ଟାଇମ୍): ରାଜ୍ୟରେ ଆଉ ୪୩ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୪୩୬ ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି … Read More