ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାଖପଡୋଶୀ କେହି ପ୍ରତିବାଦର ସ୍ୱର ଉଠାଇ ପାରନ୍ତି । ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ସାମୟିକ ଭାବେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି । ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ସବୁ କିଛି ଠିକ୍ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି । ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍କୁ ଦେଖିପାରିବେ ନାହିଁ । ନିଜ ପରିସରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହାତ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବ- ଟ୍ରାନସ୍ଫର ହୋଇପାରେ ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।
ସିଂହ
ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
କନ୍ୟା
ଆଜି ଦିନଟି ଘର କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଳିଯିବ । ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଭାବପ୍ରବଣତା ବଶତଃ ଓଲଟା କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜୁଦ୍ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ । ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ । ସ୍ଥାନାନ୍ତର ଚିନ୍ତାରେ ମାନସିକ ସ୍ଥିତି ଭଲ ରହି ନ ପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୁବିମଳ କୀର୍ତ୍ତିର ଅଧିକାରୀ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି ।
ରୋଗୀ- ସୁସ୍ଥ ହେବେ ।
ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।
ବିଛା
ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ । ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ । ଭାବୁଥିବା କାମଟିକୁ ଶେଷ କରିପାରିବେନି । କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- କର୍ମ ଲାଭଜନକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ଆଜିର ନୁତନ କର୍ମାରମ୍ଭ ପ୍ରୀତିପଦ ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀ ଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।
ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।
ମକର
କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ହଠାତ୍ କୌଣସି ଖବର ପାଇ ଖୁସି ହେବେ । ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ
କୁମ୍ଭ
ନେତୃସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।
ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।
ମୀନ
କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପଡୋଶୀଙ୍କ ସହ ମଧୁର ଆଳାପରେ ମାତି ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।