ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁ ପଡିବ । ପ୍ରତିବନ୍ଧକ ଲାଗି ରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ । ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଗୁଣବାନ୍ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।
ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।
ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।

ବୃଷ

ଘରୋଇ କଳହକୁ ନେଇ ବନ୍ଧୁ ଗହଣରେ ମଧ୍ୟ ଅଶାନ୍ତି ଲାଗି ରହିବ । ପ୍ରକାଶନ, ପ୍ରଶାସନ, କଳା, କ୍ରୀଡା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି । ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନେ କହିବେ ବହୁତ କିନ୍ତୁ କାମ କଲା ବେଳକୁ ଜିରୋ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ

ପରିବାରରେ ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । ଟଙ୍କା ପାଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବା ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି । ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବ- ସୁ ସମ୍ବାଦ ପାଇବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।
ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।
ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

କର୍କଟ

ଆଜି ବନ୍ଧୁମାନଙ୍କ ନିକଟରୁ ଅର୍ଥ ପାଇବେ ସତ, କିନ୍ତୁ ମାନସିକ ଶାନ୍ତି ହରାଇବେ । କର୍ମକ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ଈଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ

ଆଜିର ପରିସ୍ଥିତି ଓ ରହୁଥିବା ପରିବେଶରେ କିଛି ଗଡବଡ ସୃଷ୍ଟି ହୋଇପାରେ । ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇଯିବେ । ବାଧା ଉପୁଜିଲେ ବି କାମ ଅଟକିନ ନାହିଁ । ମହିଳାମାନେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା

ଆଜିର ଜୀବନଯାତ୍ରରେ ସବୁ ଭାବିଚିନ୍ତି କରନ୍ତୁ । ଦୀର୍ଘ ଦିନର ଚେଷ୍ଟା ପରେ ଋଣସୂତ୍ରରେ ଆଜି ହିଁ ଅର୍ଥଲାଭ କରିବେ । କର୍ମବ୍ୟସ୍ତତା ମଧ୍ୟରେ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ଆସାମୀ ମାଙ୍ଗଳିକ କାର୍ଯ୍ୟାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ । ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା

ଆଳସ୍ୟ ହେତୁ ସଫଳତା ପାଇବା କଷ୍ଟକର ହୋଇ ପଡିବ । ସ୍ୱାତୀ ନକ୍ଷତ୍ର କାମରେ ମନଦେଇ ଏହାକୁ ପୂରା ନ କରିବା ଯାଏଁ ଛାଡିବେ ନାହିଁ । ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

ଭୁଲ୍ ବୁଝାମଣା କାରଣରୁ ଝଗଡା ସାଙ୍ଗକୁ ପରିବାରରେ ଅଶାନ୍ତି ବାତାବରଣ ସୃଷ୍ଟି କରାଇପାରେ । ପୁନଶ୍ଚ କର୍ମକ୍ଷେତ୍ରରେ ମଧ୍ୟ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବା ଆଶଙ୍କା ରହିଛି । ବିବାସୀୟ ପରିସ୍ଥିତିର ଦୃଢ ମୁକାବିଲା କରି ବିଜୟୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ

ଆକସ୍ମିକ ବିବାଦ କାରଣରୁ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ । ଶାରୀରିକ ସୁସ୍ଥତା ଫେରିପାଇବା ସାଙ୍ଗକୁ ପଢା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ସହ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର

ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖା ଦେଇପାରେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ

ସାମୟିକ ସ୍ୱାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବା ଆଶଙ୍କା ରହିଛି । ନିଜ ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । କାର୍ଯ୍ୟଦକ୍ଷତା କାରଣରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସହ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ

ଚେଷ୍ଟା କରୁଥିବା କାମଗୁଡିକ ଆଜି ଅପରାହ୍ନେ ଠିକ୍ ଭାବରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ବନ୍ଧୁମାନଙ୍କ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

Leave a Reply

Your email address will not be published.