ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ବିପଦରୁ ଉଧୁରି ଯାଇପାରନ୍ତି । ପ୍ରତାରିତ ହେବା ଆଶା କରାଯାଏ । ବାଦ-ବିବାଦରେ ଅନୁତପ୍ତ ହୋଇପାରନ୍ତି । ମଧୁର ଭାଷାରେ ବିରୋଧୀଙ୍କୁ ଆୟ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ 

କାର୍ଯ୍ୟଧାରାରେ ପରିବର୍ତ୍ତନ ଘଟାଇ ସଫଳତା ଲାଭ କରିବେ । ବିଭିନ୍ନ ସୂତ୍ରରୁ ଏପରିକ ସରକାରୀ ସ୍ତରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ

ଆଳସ୍ୟ ପରିତ୍ୟାଗ କରି କାର୍ଯ୍ୟ ହାସଲ ପାଇଁ ଲାଗି ପଡିବେ । ସୁଖୀ ହେବେ । ବହୁ ସମ୍ପଦ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ

ଧୈର୍ଯ୍ୟ ସହକାରେ କାର୍ଯ୍ୟ କରିବେ । ଦାମ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭ୍ରମଣ ଯୋଗ ଅଛି । ସୌଜନ୍ୟ ଲାଭ କରିପାରନ୍ତି । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ

ଜଞ୍ଜାଳ ଦୂରୀଭୂତ ହେବ । ଶୋକାତୁର ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା

ଅପେକ୍ଷା ନ କରି ତୁରନ୍ତ କର୍ଯ୍ୟାନୁ ।ନ ଗ୍ରହଣ କଲେ ଲକ୍ଷ୍ୟ ହାସଲ କରିବେ । ପ୍ରୀତି ଲାଭ ହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ବନ୍ଧୁ ସହାୟତା ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା

ଆତ୍ମୀୟଙ୍କ ପାଇଁ ସମସ୍ୟା ଉପୁଜିବ । ଦୁଃସାହସିକ ପଦକ୍ଷେପ ନେଇ କଷ୍ଟ ଦାୟକ କାର୍ଯ୍ୟକୁ ସହଜରେ ହାସଲ କରିପାରନ୍ତି । ମନରେ ସରସତା ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା

ସତର୍କ ରହିଲେ କ୍ଷତିରୁ ଉଧୁରି ଯିବେ । ଚଞ୍ଚଳ ଚେଷ୍ଟିତ ହେବେ । ହଠାତ୍ କିଛି ଧନ ମିଳି ଯାଇପାରେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଦେବ ଦର୍ଶନ କରି ସନ୍ତୋଷ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଧନୁ

କ୍ରୋଧ ସମ୍ବରଣ କଲେ ପାରିବାରିକ ଶାନ୍ତି ମିଳିବ । ଘାତଚନ୍ଦ୍ର ଣୋଗ ହେତୁ ସତର୍କରେ ଚଳିବାକୁ ପଡିବ । କୃଷିରୁ ଲାଭବାନ୍ ହେବେ । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର

ଆୟ ଉତ୍ତମ ହେବ । ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପ୍ରତି ଯୋଗିତା ବିଜୟୀ ହେବେ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ

ମନୋବଳ ଦୃଢ ହେବ । ଆଳସ୍ୟ ପରିତ୍ୟାଗ କରି କର୍ମ ଚଞ୍ଚଳ ରହିବେ ସମ୍ମାନିତ ହେବେ । ସହଜରେ ସଫଳ ରୂପାୟନ କରି ବହୁ ସମ୍ମାନର ଅଧିକାରୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

ମୀନ

ବୃଥାରେ କ୍ଷତି ସହି ପାରନ୍ତି । କ୍ଷତି ଭରଣା କତି ଅକ୍ଳେଶରେ ଧନବାନ ହେବେ । ବନ୍ଧୁ କିମ୍ବା ସରକାରୀ ସହାୟତାରୁ ଲାଭବାନ ହେବେ । କର୍ତ୍ତବ୍ୟନି ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave a Reply

Your email address will not be published.