ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ସୁଯୋଗର ଉପଯୋଗ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ ସହାୟତା ପାଇ କାର୍ଯ୍ୟ ହାସଲ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
କଷ୍ଟ ଦାୟକ କାର୍ଯ୍ୟରୁ ମୁକ୍ତ ହୋଇପାରନ୍ତି । ଶ୍ରମର ମୂଲ୍ୟାଙ୍କନ ହେବ । ଦ୍ରବ୍ୟ ଲାଭର ସୂଚନା ମିଳୁଛି । ପରୋପକାରୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ମିଥୁନ
ଆଶା କରୁଥିବା ସାହାର୍ଯ୍ୟ ମିଳିବ, ତଥାପି ଧନକ୍ଷୟର ଆଶଙ୍କା ଅଛି । ଠାକୁରଙ୍କ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ସୁଖ ପ୍ରାପ୍ତ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ନିଜ କାର୍ଯ୍ୟ ତୃପ୍ତିକର ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ସିଂହ
ଉପକାରୀର ପ୍ରତ୍ୟୁପକାର କରିବାକୁ ଚେଷ୍ଟା କରିବେ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ବହୁ ସୁଖର ଅଧିକାରି ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
କନ୍ୟା
ଗୃହକାର୍ଯ୍ୟ ଆନନ୍ଦଦାୟକ ହେବ । ବିଚାର ବିମର୍ଶ ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ହସ ଖୁସିରେ ସମୟ ବିତାଇ ପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ତୁଳା
ପଡୋଶୀମାନଙ୍କ ଫମ୍ପା ଉପଦେଶ ଆପଣଙ୍କ ପକ୍ଷେ ବିରକ୍ତିକର ହୋଇପାରେ । ଧର୍ମ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବିଛା
ସୁଦୃଢ ମନୋବଳକୁ ପାଥେୟ କରି କାର୍ଯ୍ୟ ସମ୍ପାଦନ କରିବେ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ହର୍ଷ ଉଲ୍ଲାସ ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ଧନୁ
ଆଶାବାଦୀ ହୋଇପାରନ୍ତି । ଆଶା ପୂରନ ହେବ । କର୍ମକୁଶଳତା ପ୍ରକାଶ ପାଇବ । ଧର୍ମ ଅନୁ ।ନର ନେତୃତ୍ୱ ନେଇ ପାରନ୍ତି । କୃଷିରୁ ଲାଭବାନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର
ମନରେ ବ୍ୟାକୁଳତା ବୃଦ୍ଧି ହୋଇପାରେ । ସୌଜନ୍ୟତା ପ୍ରକାଶ କରିପାରନ୍ତି । ଆୟ ଉତ୍ତମ ଧରଣର ହେବ । ଉଚ୍ଚ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ
ବ୍ୟୟ ଯୋଗ ଅଛି । ଧର୍ମାସକ୍ତ ହେବେ । ମତିମାନ ହୋଇପାରନ୍ତି । ପୁତ୍ର,ମିତ୍ର ହେତୁକ ସୁଖ ଭୋଗ କରିବେ । ନାନା ସୁନ୍ଦର ବସ୍ତୁ ଲାଭ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ
ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ମନସ୍କାମନା ପୂରଣ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।