କରୋନାରେ ମୃତ ୨ସାମ୍ବାଦିକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ମୃତ ୨ ଜଣ ସାମ୍ବାଦିକଙ୍କୁ ସହାୟତା ଘୋଷଣା । ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ରାଜ୍ୟ ସରକାରଙ୍କ ମିଡିଆ ପରାମର୍ଶଦାତା ମାନସ ମଙ୍ଗରାଜ … Read More