ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ: ପାସ୍ ହାର ୬୭.୫୬% , ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ବର, (ଓଡିଶା ଟାଇମ୍) :   ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପାସ ହାର ୬୭.୫୬% ରହିଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର … Read More