ବିପଦ ସଂକେତ ଟପିଲା ବୈତରଣୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗିରହିଛି । ବର୍ଷା ଯୋଗୁଁ ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳପତ୍ତନ ବିପଦ ସଙ୍କେତ ଟପିଛି । ଭଦ୍ରକ ଜିଲା ଦେଇ ପ୍ରବାହିତ ହୋଇଥିବା ବୈତରଣୀ ନଦୀର ଜଳସ୍ତର ବଢିବାରେ ଲାଗିଛି। … Read More