ଡ. ସୁନୀତି ମୁଣ୍ଡ୍‌ଙ୍କୁ ଭୁବନେଶ୍ବର ମେୟର ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର, (ଓଡ଼ିଶା ଟାଇମ୍):  ଡ.ସୁନୀତି ମୁଣ୍ଡ ବିଜେପିର ମେୟର ପ୍ରାର୍ଥୀ। ଘୋଷଣା କଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆଜି ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପାଇଁ ବିଜେପିର ମେୟର … Read More

ବସ ଭଡ଼ା ବଢିବା ପରେ ଭୁବନେଶ୍ବରରୁ ଜିଲ୍ଲାମୁଖ୍ୟାଳୟ ଗୁଡ଼ିକୁ କେତେ ଟଙ୍କା ଭଡ଼ା ଜାଣନ୍ତୁ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ବସ ଭଡ଼ା ବଢ଼ିବା ପରେ ଏବେ ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ସବୁ ଜିଲ୍ଲା ମୁଖ୍ୟାଳୟକୁ କଣ ରହିଛି ବସ ଭଡ଼ା ଜାଣନ୍ତୁ ।  ଏବେ କଟକକୁ ସାଧାରଣ ବସ୍‌ ଭଡ଼ା ୨୮ ଟଙ୍କା, ଏକ୍ସପ୍ରେସ ୨୯ ଟଙ୍କା, … Read More

ତେଲ ଦର ପ୍ରଭାବରେ ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ୱର (ଓଡ଼ିଶା ଟାଇମ୍) : ତୈଳ ଦର ପରେ ଏବେ ବସ ଭଡ଼ା ବୃଦ୍ଧି ବୋଝ ଉପରେ ନଳିତା ବିଡ଼ା ସଦୃଶ। କୋରୋନା ମହାମାରୀର ପ୍ରଥମ ଲହର ପରେ ଦେଶରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍ ଏଭଳି ବଢ଼ିଛି ଯାହା ସାଧାରଣ … Read More

ଚଳିତବର୍ଷର ଶେଷ କ୍ୟାବିନେଟ ଆଜି; ଆସିବ ୧୨ ପ୍ରସ୍ତାବ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟା ସାଢ଼େ ୫ଟାରେ ଲୋକସେବା ଭବନରେ ବସିବ। ଉକ୍ତ କ୍ୟାବିନେଟରେ ୧୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ରହିଛି। ସେଥିମଧ୍ୟରେ … Read More

୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୨୯ତାରିଖରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରାଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ ଦିଗରେ ଗତି କରିପାରେ ବୋଲି ଆକଳନ କରାଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ … Read More

ନୋକିଆ ପକ୍ଷରୁ ଏଆଇ ଶକ୍ତି ବିଶିଷ୍ଟ କ୍ୟାମେରା, ବୃହତ ଏଚ୍‌ଡି+ ସ୍କ୍ରିନ୍ ସହ ନୋକିଆ ୨.୪ ଉନ୍ମୋଚିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ନୋକିଆ ଫୋନ୍‌ର ଗୃହ ଭାବେ ପରିଚିତ ଏଚ୍‌ଏମ୍‌ଡି ଗ୍ଲୋବାଲ୍ ପକ୍ଷରୁ ଭାରତରେ ବ୍ୟାପକ ଭାବେ ସଫଳତା ହାସଲ କରିଥିବା ନୋକିଆ ୨-ସିରିଜ୍‌ରେ ସଦ୍ୟତମ ଯୋଗଦାନ ଭାବେ ନୋକିଆ ୨.୪କୁ ଉନ୍ମୋଚନ କରାଯାଇଛି । ପରବର୍ତି ପିଢ଼ିର … Read More

ରାଜଧାନୀରୁ ଆଉ ୪୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୬୧ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨ ଜଣ ରହିଥିବା ବେଳେ ୩୧ … Read More

ସୋଆରେ ଆୟୋଜିତ ହେବ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ୟାରେଡ କ୍ୟାମ୍ପ- ଯୋଗ ଦେବେ ୧୦ ରାଜ୍ୟର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି କ୍ୟାମ୍ପରେ ପୂର୍ବାଂଚଳ ଏବଂ ଉତର ପୂର୍ବାଂଚଳ ରାଜ୍ୟରୁ … Read More

ସମ୍‌ରେ ଅତ୍ୟାଧୁନିକ ଏଣ୍ଡୋସର୍ଜରୀ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶଲ୍ୟ ଚିକିତ୍ସା ବିଭାଗ ଅଧିନରେ ଅତ୍ୟାଧୁନିକ ଏଣ୍ଡୋସର୍ଜରୀ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । … Read More

ଏ ମାସରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଦ୍ୱିତୀୟ ଯକୃତ ପ୍ରତ୍ୟାରୋପଣ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସଫଳତାର ସହ ଲିଭିଙ୍ଗ ଡୋନର୍ ଯକୃତ ପ୍ରତ୍ୟାରୋପଣ ଗତ ମାର୍ଚ୍ଚ ମାସରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ … Read More