ବାବୁ ସିଂ ହେଲେ ଭୁବନେଶ୍ୱର ଭାଜପା ସଭାପତି,ଦଳ ଛାଡିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭାରତୀୟ ଜନତା ପାର୍ଟି ( ଭାଜପା )ରୁ ଇସ୍ତଫା ଦେଇଛନ୍ତି ଜଗନ୍ନାଥ ପ୍ରଧାନ । ଭୁବନେଶ୍ବର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ସେ ମଙ୍ଗଳବାର ଇସ୍ତଫା ଦେଇଥୁବା ସୂଚନା ମିଳିଛି । ତେବେ ସେ ସଭାପତି … Read More