ରାଜଧାନୀରୁ ଆଉ ୩୬୫ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୨୯
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯୧୪ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ … Read More