ଟିକା ନେଇଥିବା ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ନବୀନ
ଭୁବନେଶ୍ବର, (ଓଡିଶା ଟାଇମ୍) :ସାରା ଦେଶ ସହିତ ଆଜି ଓଡ଼ିଶାରେ ମଧ୍ୟ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୫ଟି ମହାନଗର ନିଗମ, ଏମ୍ସ ସମେତ ରାଜ୍ୟର ୧୬୧ କେନ୍ଦ୍ରରେ ଟିକାକରଣ କରାଯାଇଛି। ଏହି ଅବରସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା … Read More