ଭୁଶୁଡିଲା ନିର୍ମାଣଧୀନ ବ୍ରିଜ୍, ଜଣେ ମୃତ, ୩ ଗୁରୁତର
ଉମରକୋଟ, (ଓଡିଶା ଟାଇମ୍) :ନିର୍ମାଣଧୀନ ବ୍ରିଜ୍ ଭୁଶୁଡି ଜଣେ ମୃତ ଏବଂ ୩ ଗୁରୁତର। ହସ୍ପିଟାଲରେ ଗୁରୁତରମାନଙ୍କୁ ଭର୍ତ୍ତି କରାଯାଇଛି। ବଡକୁମାରୀ ବ୍ଳକ ଅନ୍ତର୍ଗତ ତାଳାପଦର ବ୍ରିଜ କାର୍ଯ୍ୟ ଚାଲୁଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ୩ ଜଣ … Read More