ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା : ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ … Read More

ଆଜିଠୁ ଆଉ ଏକ ଲଘୁଚାପ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଓ ସକ୍ରିୟ ମୌସୁମି ବାୟୁ ପ୍ରଭାବରେ ଆସନ୍ତା କାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ … Read More

ଆସନ୍ତକାଲିଠୁ ରାଜ୍ୟରେ ୧୧ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୯ରେ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୭ରେ … Read More

୧୦ ଜିଲ୍ଲା ପାଇଁ ଯୁବ କଂଗ୍ରେସର ସଭାପତି ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଯୁବ କଂଗ୍ରେସର ୧୦ଟି ଜିଲ୍ଲାର ନୂଆ ସଭାପତି ନିଯୁକ୍ତ ହୋଇଛନ୍ତି । ଜଗତସିଂହପୁର ପାଇଁ ପ୍ରଶାନ୍ତ ମଲ୍ଲିକଙ୍କୁ ନିଯୁକ୍ତ ଦିଆଯାଇଥିବା ବେଳେ ଅନୁଗୁଳ ଜିଲ୍ଲା ପାଇଁ ଲୁଟୁରଞ୍ଜନ ଥାପ୍ପାଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି … Read More

ଆଜି ରାତି ୯ଟାରୁ ଲାଗୁ ହେବ ୧୪ ଦିନିଆ ଲକଡ଼ାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମହାମାରୀ କରୋନା ତାର କାୟା ବିସ୍ତାର କରି ଚାଲିଛି । ଦିନକୁ ଦିନ କରୋନା ସଂକ୍ରମଣ ବଢୁଛି । ଏହାରି ମଧ୍ୟରେ କରୋନା ସଂକ୍ରମଣର ହଟସ୍ପଟ ପାଲଟିଥିବା ରାଜ୍ୟର ୪ଟି ଜିଲା ଓ ଗୋଟିଏ … Read More

ମହିଳା ସଙ୍ଗଠନକୁ ସୁଦୃଢ଼ ଲକ୍ଷ୍ୟ: ୧୮ ନେତ୍ରୀଙ୍କୁ ୩୦ ଜିଲା ଦାୟିତ୍ବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେଡ଼ି ରାଜ୍ୟ ମହିଳା କମିଟିରେ ବରିଷ୍ଠ ନେତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି । ୧୮ ନେତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ସାଙ୍ଗଠନିକ ଦାୟିତ୍ୱ ଦେଇଛନ୍ତି ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡ଼ି ନେତ୍ରୀ ଲୋପାମୁଦ୍ରା … Read More

୧୧ ଜିଲ୍ଲାରେ ଜାରି ରହିଛି ୪୮ଘଣ୍ଟିଆ ସଟଡାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ତେଣୁ ଜୁନ ମାସରେ ଅଧିକ ସଂକ୍ରମଣ ସଂଖ୍ୟା ବଢିବାର ଆଶଙ୍କା ଥିବାରୁ ସରକାରଙ୍କ ପକ୍ଷରୁ ଚଳିତ ମାସର ପ୍ରତି ସପ୍ତାହ ର ଶନିବାର ଓ ରବିବାର … Read More