ଏଣିକି ସବୁ ଜରୁରୀ ସେବା ପାଇବା ପାଇଁ ଗୋଟିଏ ହେଲ୍‌ପ୍‌ଲାଇନ୍‌, ଡାଏଲ୍‌ ୧୧୨

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ପୁଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨ । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୁଲିସ, ଆମ୍ବୁଲାନ୍‌ସ, ଦମକଳ ତଥା ମହିଳା ହେଲ୍‌ପ … Read More