କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ , ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜକୋଟ, (ଓଡିଶା ଟାଇମ୍) :ଗୁଜରାଟ ରାଜକୋଟରେ ଥିବା ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ … Read More

କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟ ବୟୋଜ୍ୟେଷ୍ଠା, ସମ୍ କୋଭିଡ ହସ୍ପିଟାଲ୍‌ରେ ହେଲେ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରି ନାଗରିକମାନେ । ଏହି କଥାକୁ ପୁଣି ଥରେ ପ୍ରମାଣିତ କରିପାରିଛି ସମ୍ କୋଭିଡ ହସ୍ପିଟାଲ୍ । … Read More

କରୋନାରୁ ସୁସ୍ଥ ହେଲେ ମୁଲାୟମ ସିଂହ ଯାଦବ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସମାଜବାଦି ପାର୍ଟି ନେତା ମୁଲାୟମ ସିଂହ ଯାଦବ ଏବେ କରୋନାରୁ ସୁସ୍ଥ ହୋଇଛନ୍ତି। ଗୁରୁଗ୍ରାମ ମେଦାନ୍ତ ହସପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଆଜି ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯିବ। କରୋନାରେ ସଂକ୍ରମଣ ହେବା ପରେ ତାଙ୍କୁ … Read More

ଭୁବନେଶ୍ବରରେ ଆଜିଠୁ ୯ ହସ୍ପିଟାଲରେ କୋଭିଡ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବର ମହାନଗର ନିଗମ ଅଞ୍ଚଲରେ ଆଜିଠୁ କରୋନା ଟେଷ୍ଟକୁ ଆହୁରି ଜୋରଦାର କରାଯିବ। ଏ ନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠୁ ଭୁବନେଶ୍ବରରେ ୯ଟି ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରାଯିବ। ଏହି କରୋନା … Read More

ରାଜ୍ୟର ସବୁ କୋଭିଡ଼ ହସ୍ପିଟାଲର ହେବ ଯାଞ୍ଚ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟର ସବୁ କୋଭିଡ଼ ହସ୍ପିଟାଲର ଯାଞ୍ଚ କରାଯିବ । କୋଭିଡ଼ ହସ୍ପିଟାଲରେ ଅଧିକାରୀମାନେ ଫାୟାର ସେପ୍ଟିଂ ବ୍ୟବସ୍ଥା ଯାଞ୍ଚ କରିବେ । ଏହି ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି । ଏହାସହ … Read More

କୋଭିଡ୍ ହସ୍ପିଟାଲରୁ ଚମ୍ପଟ ମାରିଲେ ୨ କରୋନା ଆକ୍ରାନ୍ତ

ବ୍ରହ୍ମପୁର, (ଓଡିଶା ଟାଇମ୍) : ବ୍ରହ୍ମପୁର ଶୀତଳାପଲ୍ଲୀ କୋଭିଡ ହସ୍ପିଟାଲରୁ ୨ କୋରୋନା ରୋଗୀ ଫେରାର ମାରିଛନ୍ତି। ହସ୍ପିଟାଲ ପକ୍ଷରୁ ଗୋପଳପୁର ଥାନାରେ ଏନେଇ ମାମଲା ରୁଜୁ ହୋଇଛି। ତେବେ ଗଞ୍ଜେଇ ଚାଲାଣ ବେଳେ ସେହି ୨ ଜଣଙ୍କୁ ଗିରଫ କରିଥିଲା … Read More

କୋଭିଡ୍‌ ଛାଟ: ଯାଞ୍ଚ ପରେ ୧୦ ହସ୍ପିଟାଲକୁ ବିଏମ୍‌ସିର ନୋଟିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନୁନଥିବା ରାଜଧାନୀର ହସ୍ପିଟାଲକୁ କଡ଼ା ଚେତାବନୀ ଦେଲା ବିଏମ୍‌ସି। କରୋନା ବେଳରେ ହସ୍ପିଟାଲ ପ୍ରୋଟୋକଲ ନମାନିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କମିଶନର। ୧୦ଟି ହସ୍ପିଟାଲକୁ ବିଏମସିର ନୋଟିସ୍‌। … Read More

ସିଲ ହେଲା ଭୁବନେଶ୍ୱରର ବ୍ଲୁ ହ୍ୱିଲ ହସ୍ପିଟାଲ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ବ୍ଲୁ ହ୍ୱିଲ ହସ୍ପିଟାଲ ସିଲ୍ କରାଯାଇଛି । କୋଭିଡ଼ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ସିଲ କରିଛି ବିଏମସି । ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛି ମହାନଗର … Read More