ସତରେ କ’ଣ ରାଜନୈତିକ ନେତା ଓ ଦଳ ଲୁଟେରା, ଆଇଏଏସ୍ ଅଫିସର ସଚ୍ଚୋଟ ?

ଭୁବନେଶ୍ୱର,( ଓଡ଼ିଶା ଟାଇମ୍‌) – ବେସାମରିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ ଏବେ ଆଲୋଚନାର ବିଷୟବସ୍ତୁ ପାଲଟଛି। ରାଜନୀତି କରୁଥିବା ନେତା ଓ ଦଳମାନେ ଲୁଟେରା ଓ ଆଇଏଏସ୍‍ ଅଫିସରମାନେ ସଚ୍ଚୋଟ। ତେଣୁ ସେମାନେ ରାଜନୈତିକ ଦଳ … Read More

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଓଏଫ୍‌ଡିସିର ଅଧ୍ୟକ୍ଷ ହେଲେ ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଭାରତୀୟ ପ୍ରଶାସନିକ ଅଧିକାରୀ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇଏଏସ୍‌ ପ୍ରଦୀପ୍ତ ମହାପାତ୍ରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ତାଙ୍କୁ ଓଏଫ୍‌ଡିସିର ଅଧ୍ୟକ୍ଷ କରାଯାଇଛି । ସେହିପରି ଆଇଏଏସ୍‌ ଅଧିକାରୀ … Read More

ବନ୍ୟା ପ୍ରଭାବିତ ଜିଲ୍ଲାରେ ମୁକାବିଲା ପାଇଁ ୬ ବରିଷ୍ଠ ଅଧିକାରୀ ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ବନ୍ୟା ସାଂଘାତିକ ରୁପ ଧାରଣ କରିଛି l ଏହି ସ୍ଥିତିକୁ ଦେଖି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ବନ୍ୟା ପରିଚାଳନା ପାଇଁ ୬ଜଣ ବରିଷ୍ଠ IAS ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି । … Read More

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ପ୍ରଶାସନିକ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କର ବଦଳି ହୋଇଛି । ତାଙ୍କ ଜାଗାରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ହୋଇଛନ୍ତି ସନତ କୁମାର ମହାନ୍ତି … Read More

ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆର.କେ ଶର୍ମା ହୋଇଛନ୍ତିି କୃଷି ଉତ୍ପାଦନ କମିସନର । ସେହିପରି ଅନୁ ଗର୍ଗଙ୍କୁ ଜଳ ସମ୍ପଦ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରକ୍ତ … Read More

ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ । ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଅସୁସ୍ଥତା କାରଣରୁ ତାଙ୍କୁ ମୁମ୍ବାଇ … Read More

ଗଞ୍ଜାମରେ କରୋନା ମୁକାବିଲା ପାଇଁ ୨ ଆଇଏଏସ୍ ଏବଂ ୬ ଓଏଏସଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଏବେ ଦୁଇ ଦିନ ହେବ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗଞ୍ଜାମରେ କରୋନା … Read More

ଓଡିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ଓଡିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା । ଏନେଇ ନେଇ ଖବର ସରବରାହ ସଂସ୍ଥା ଚଞଓ ଖବର ପ୍ରକାଶ କରିଛି । ୧୯୮୭ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ଅଛନ୍ତି ତୁହିନିକାନ୍ତ ପାଣ୍ଡେ … Read More

କୋର୍ଟରେ ଦୋଷୀ ସାବ୍ୟସ୍ତ ଆଇଏଏସ୍‌, ଆଇପିଏସ୍ ଅଧିକାରୀଙ୍କ ନିଲମ୍ବନ ନିୟମରେ କୌଣସି ସମୀକ୍ଷା ହେବ ନାହିଁ

ଭାରତ ସରକାରଙ୍କ ପର୍ସନାଲ ଆଣ୍ଡ ଟ୍ରେନିଂ ମନ୍ତ୍ରାଳୟର ସମସ୍ତ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ପୁଣି ଚାକିରୀକୁ ଫେରିବାକୁ ଅନୁମତି ନଦେବା ପାଇଁ ସେବା ନିୟମରେ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି । ଏକ ପ୍ରମୁଖ ପଦକ୍ଷେପରେ ଆଇଏଏସ୍, ଆଇପିଏସ୍ ଏବଂ ଆଇଏଫଏସ୍ … Read More