ବାହୁଡ଼ିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ୩ରଥ

ପୁରୀ, (ଓଡିଶା ଟାଇମ୍) : ବିନାଭକ୍ତରେ ହେଉ ପଛକେ ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ମଧ୍ୟ ଖୁବ୍‌ ସୁନ୍ଦର ଭାବେ ସୁରୁଖୁରୁରେ ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଘୋଷଯାତ୍ରା ସମୟରେ ଯେଉଁଠି ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡ … Read More

ତିନି ରଥରେ ବିଜେ ହେଲେ ତିନି ଠାକୁର

ପୁରୀ, (ଓଡିଶା ଟାଇମ୍) : ରଥାରୁଢ ହେଲେ ଚତୁର୍ଧମୂର୍ତ୍ତି । ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ପବିତ୍ର ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ରତ୍ନବେଦୀ ଛାଡି ଜନ୍ମବେଦୀକୁ ଚାଲି ଆସିଥିବା ବିଶ୍ୱ … Read More

ପୁରୀ ରଥଯାତ୍ରା: ଆସନ୍ତାକାଲି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ , (ଓଡିଶା ଟାଇମ୍) : ଆସନ୍ତାକାଲି ତିନି ରଥର ଦକ୍ଷିଣ ମୋଡ଼ କରାଯିବ । ସେନେଇ ରଥର ଯାଞ୍ଚ କରାଯାଇଛି । ତିନି ରଥକୁ ଯାଞ୍ଚ କରିଛନ୍ତି ରଥ ତଦାରଖ କମିଟି । ଶ୍ରୀମନ୍ଦିର ବୈଷୟିକ ଯନ୍ତ୍ରୀ, ପୂର୍ତ୍ତ ବିଭାଗ … Read More

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି

ପୁରୀ, (ଓଡିଶା ଟାଇମ୍) : ଆଜି ଶ୍ରୀଜୀଉଙ୍କ ହେବ ବନକଲାଗି ନୀତି । ମଧ୍ୟାହ୍ନଧୁପ ସରିବା ପରେ ପଛ ଭୋଗମଣ୍ଡପରେ କରାଯିବ ଏହି ଗୁପ୍ତ ନୀତି । ଏଥିପାଇଁ ଆବଶ୍ୟକ ସାମଗ୍ରୀକୁ ଦତ୍ତ ମହାପାତ୍ର ସେବାୟତଙ୍କୁ ଯୋଗାଇଦିଆଯାଇଛି । ଏମାନେ ୪ … Read More

ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରି ତେଲ

ଭୁବନେଶ୍ବର, (ଓଡିଶା ଟାଇମ ) : ଦେବସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଜ୍ୱରରେ ପୀଡ଼ିତ ଅଛନ୍ତି । ତେଣୁ ଅଣସର ଘରେ ଶ୍ରୀଜୀଉଙ୍କ ଗୁପ୍ତ ସେବା ଚାଲିଛି । ଆଜି ବଡ଼ ଓଡ଼ିଆ ମଠ ପକ୍ଷରୁ ପଠାଯିବା ଫୁଲୁରି ତେଲ … Read More

କରୋନା ଭାଇରସ୍: ସେବାୟତଙ୍କୁ ଦିଆଯିବ ହୋମିଓପାଥିକ ଔଷଧ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତାକାଲିଠାରୁ ନୀଳାଦ୍ରି ଭକ୍ତ ନିବାସରେ ଆୟୋଜିତ ଏକ ଶିବିର … Read More

ମହାସ୍ନାନ ପରେ ଅଣସରକୁ ଗଲେ ଶ୍ରୀଜିଉ

ଭୁବନେଶ୍ବର, (ଓଡିଶା ଟାଇମ୍) : ସ୍ନାନମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁଁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ଶ୍ରୀମନ୍ଦିର ଅଣସରଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି । ଏଥିପାଇଁ ଆଜିଠାରୁ ପଟିଦିଅଁଙ୍କୁ ପୂଜା କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ, … Read More

ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଲାଗୁ ହେବ ୧୪୪ ଧାରା

ପୁରୀ ,(ଓଡିଶା ଟାଇମ୍) : ପୁରୀ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ଲାଗୁ ହେବ ୧୪୪ଧାରା । ୪ତାରିଖ ରାତି ୧୦ଟାରୁ ୬ ତାରିଖ ଦିନ ୨ଟା ଯାଏଁ ୧୪୪ଧାରା ଲାଗୁ ହେବ । ମାର୍କେଟ ଛକଠାରୁ କାକୁଡ଼ି ଖାଇ ଛକ ଯାଏଁ ଲାଗୁ … Read More

ଆଜି ପବିତ୍ର ରୁକ୍ମଣୀ ହରଣ ଏକାଦଶୀ, ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ବିବାହ ପ୍ରସ୍ତୁତି

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ପୁରୀ ଶ୍ରୀମନ୍ଦିରରେ ପାଳିତ ହେଉଛି ପବିତ୍ର ରୁକ୍ମଣୀ ହରଣ ଏକାଦଶୀ ଓ ମହାପ୍ରଭୁଙ୍କ ବିବାହ ଉତ୍ସବ। ମହାପ୍ରଭୁ ଶ୍ରୀଜଗନ୍ନାଥ ମାଆ ରୁକ୍ମଣୀଙ୍କୁ ବିବାହ କରିବେ । ଏହି ଅବସରରେ ଶ୍ରୀମନ୍ଦିର ଚାରିଦ୍ୱାରରେ ବାଜୁଛି ତେଲିଙ୍ଗି … Read More

ଶ୍ରୀମନ୍ଦିରର ଅନୁଧ୍ୟାନ କଲେ ଏଏସଆଇ ଟିମ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆଜି ଏଏସଆଇର ଟିମ୍ ଅନୁଧ୍ୟାନ କରିଛନ୍ତି । ଏଏସଆଇ ସୁପରିଟେଣ୍ଡଣ୍ଟ ଅରୁଣ କୁମାର ମଲ୍ଲକିଙ୍କ ନେତୃତ୍ବରେ ଏହି ଟିମ୍ ଶ୍ରୀମନ୍ଦିରରେ ହେଉଥିବା କାର୍ୟ୍ୟର ଅନୁଧ୍ୟାନ କରିଛନ୍ତି । ବିଶେଷ କରି ସ୍ନାନମଣ୍ଡପ, … Read More