ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ମଧ୍ୟପ୍ରଦେଶ, (ଓଡିଶା ଟାଇମ୍) : ଦେଶରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିଚାଲିଛି। ଏହାରି ମଧ୍ୟରେ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନା ପଜିଟିଭ ନେଇ ସେ ଟ୍ୱିଟ କରି … Read More