ମ୍ୟାଟ୍ରିକ ପରୀକ୍ଷା ପାସ୍ ହାର ୭୦.୭୮ ପ୍ରତିଶତ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ସକାଳ ୯ଟାରେ ଗଣଶିକ୍ଷା ବିଭାଗ … Read More