ଭାରତର ‘ନାଗ’ରେ ଭୟଭୀତ ହେବେ ଶତ୍ରୁ, ମାତ୍ର ୪୫ ମିନିଟରେ ଆଣ୍ଟି-ଟ୍ୟାଙ୍କ ଗ୍ରାଇଡେଡ ମିଶାଇଲର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତ ଏବଂ ଚୀନ୍ ସୀମାରେ ଚାଲିଥିବା ତିକ୍ତତା ମଧ୍ୟରେ କ୍ଷେପଣାସ୍ତ୍ର ପରୀକ୍ଷଣରେ ଭାରତ ଆଉ ଏକ ପଦକ୍ଷେପ ନେଇଛି। ଭାରତ ଗୁରୁବାର ସକାଳୁ ‘ନାଗ’ ଆଣ୍ଟି-ଟ୍ୟାଙ୍କ ଗାଇଡେଡ୍ କ୍ଷେପଣାସ୍ତ୍ରର ଅନ୍ତିମ ପର୍ଯ୍ୟାୟକୁ ସଫଳତାର ସହ ପରୀକ୍ଷଣ … Read More