ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ, ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ

ସମ୍ବଲପୁର, (ଓଡିଶା ଟାଇମ୍) :ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ। ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗିହେବ ନବାନ୍ନ ଭୋଗ। ନୂଆଁଖାଇ ପାଇଁ ପଶ୍ଚିମ ଓଡିଶାର ପୁର ପଲ୍ଲୀରେ ଆନନ୍ଦ ଓ ଉତ୍ସାହର ମାହୋଲ … Read More