ନିଟ ଟପ୍ପର ସୋଏବ ଅଫତାବଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : NEET ଟପ୍ପର ସୋଏବ ଅଫତାବଙ୍କ ଆଜି କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଫଳତା ପାଇଁ ସୋଏବଙ୍କୁ ଫୋନ୍ କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସୋଏବଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ କାମନା କରିଛନ୍ତି … Read More