ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୮,୫୬୮ଟି ଆରଟି-ପିସିଆର, ୩୯,୨୧୯ଟି ଆଣ୍ଟିଜେନ ଓ ୮୨ଟି ଟ୍ରୁନଟ୍ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ବୁଧବାର ଦିନ … Read More