ଏନକାଉଣ୍ଟରରେ ଟଳିଲେ୨ ଆତଙ୍କବାଦୀ

ଶ୍ରୀନଗର, (ଓଡିଶା ଟାଇମ୍) :ଏନକାଉଣ୍ଟରରେ ନିହତ ହେଲେ ୨ ଆତଙ୍କବାଦୀ । କାଶ୍ମୀରର ବଡଗାମ ଜିଲ୍ଲାର ଆରିବାଗ ମାଚାମା ଅଞ୍ଚଳରେ ହୋଇଛି ଏହି ଏନକାଉଣ୍ଟର । ଏହି ସମୟରେ ଉଭୟ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ପକ୍ଷରୁ ମଧ୍ୟ ଗୁଳିଚାଳନା ହୋଇଥିଲା … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟ ; ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପିଆନ ଜିଲାର ସୁଗନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ଉକ୍ତ ଅଞ୍ଚଳକୁ … Read More

ଶ୍ରୀନଗରରେ ଏନକାଉଣ୍ଟର; ୨ ଆତଙ୍କୀ ନିହତ, ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। … Read More

ତ୍ରାଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର , (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ତ୍ରାଲରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଅପରେସନରେ ସୁରକ୍ଷା ବାହିନୀ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି । ଗତକାଲିଠାରୁ ଏହି ଏନକାଉଣ୍ଟର ଜାରି ରହିଛି । … Read More

ଏନକାଉଣ୍ଟରରେ ଟଳିଲେ ୪ ଆତଙ୍କବାଦୀ

ଶ୍ରୀନଗର, (ଓଡିଶା ଟାଇମ୍) : ଦକ୍ଷିଣ କାଶ୍ମୀରରେ ସୁରକ୍ଷା ବାହିନୀ ଆଜି ଦୁଇଟି ପୃଥକ ଏନକାଉଣ୍ଟରରେ ୪ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି। ପ୍ରଥମେ ସୁରକ୍ଷା ବାହିନୀ ଶୋପିଆନ୍ ଜିଲ୍ଲାରେ ଜଣେ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଏହା ପରେ ଶ୍ରୀନଗରର ଜାଦିବଲରେ ସର୍ଚ୍ଚ … Read More