ମହାତ୍ମା ଗାନ୍ଧୀ ନରେଗା ଯୋଜନାରେ ସୁନ୍ଦରଗଡ଼ ଜିଲ୍ଲାରେ ଅଣକୁଶଳୀ ଶ୍ରମିକଙ୍କୁ ଏବେ ଦୈନିକ ମିଳିବ ଅଧିକ ୯୬.୪୦ ଟଙ୍କା ମଜୁରି

ସୁନ୍ଦରଗଡ଼, (ଓଡିଶା ଟାଇମ୍) : ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ବା ନରେଗା ଯୋଜନାରେ ଜିଲ୍ଲାର ଅଣକୁଶଳୀ ଶ୍ରମିକଙ୍କୁ ଏଣିକି ଦୈନିକ ୩୦୩ ଟଙ୍କା ୪୦ ପଇସା ହାରରେ ମଜୁରି ମିଳିବ। ଆଗରୁ ଦୈନିକ ମଜୁରି ୨୦୭ ଟଙ୍କା … Read More