ସୁନ୍ଦରଗଡ଼ ଜିଲ୍ଲା ଖୁଂଟଗାଁରେ ହେବ ‘ଟସର ସିଲ୍‌କ ପାର୍କ’, ‘ସୁନ୍ଦରଗଡ଼ ଟସର’ର ବ୍ରାଣ୍ଡିଂ ଉପରେ ଗୁରୁତ୍ୱ ଦିଆଯିବ

ସୁନ୍ଦରଗଡ଼, (ଓଡିଶା ଟାଇମ୍) :ସୁନ୍ଦରଗଡ ଜିଲ୍ଲା଼ରୁ ଉତ୍ପାଦିତ ହେଉଛି ରାଜ୍ୟର ୧ ନମ୍ବର ଟସର ଖୋସା । ତେବେ ଖୋସାରୁ ସୂତା ବହାର କରି ସେଥିରୁ ମୂଲ୍ୟଯୁକ୍ତ ସାମଗ୍ରୀ ପ୍ରସ୍ତୁତ ହୋଇପାରିଲେ ଜାତୀୟ ଓ ଅନ୍ତର୍ଜାତୀୟ ବଜାରରେ ‘ସୁନ୍ଦରଗଡ଼ ଟସର’ ଏକ … Read More