ଏ ବର୍ଷ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼, (ଓଡିଶା ଟାଇମ୍) : ଚଳିତ ବର୍ଷ ହେବନି ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସ ଏହି ନିଷ୍ପତ୍ତି ନେଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନା ଅନୁଯାୟୀ, ବରଗଡ଼ ଜିଲାପାଳଙ୍କ ଅଧ୍ୟକ୍ଷତାରେ ରବିବାର ଧନୁଯାତ୍ରା କମିଟି ସଦସ୍ୟଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳଙ୍କ ସହ ଧନୁଯାତ୍ରା କମିଟି ସଦସ୍ୟଙ୍କ ଆଲୋଚନାପରେ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।

Leave a Reply

Your email address will not be published.